Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି

ଭୁବନେଶ୍ୱର  – ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା କରାଯାଇଛି । ନୂଆପଡ଼ା ଜିଲ୍ଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ଓ ମାଜିଷ୍ଟେରିଆଲ କୋର୍ଟ ବନ୍ଦ ରହିବ । ୨୦ରେ ନୂଆପଡ଼ାରେ ସରକାରୀ କାର୍ଯ୍ୟାଳୟ/ ମାଜିଷ୍ଟେରିଆଲ କୋର୍ଟ ଖୋଲା ରହିବ । ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button