Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର- ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ସତର୍କତା । କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button