Breaking PLUSଓଡ଼ିଶାମୁଖ୍ୟ ଖବର
ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର- ପ୍ରଚଣ୍ଡ ବଜ୍ରପାତ ନେଇ ୨୫ ଜିଲ୍ଲାକୁ ସତର୍କତା । କାଲି ସକାଳ ସାଢେ ଆଠଟା ପର୍ଯ୍ୟନ୍ତ ସତର୍କତା ଜାରି କଲା ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ।



