Breaking PLUSଓଡ଼ିଶାମୁଖ୍ୟ ଖବର
ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍
ପୁରୀ -ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର । ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍ । ପୁରୀ ବେଳାଭୂମି ସହ ପୁରୀ ପୌରାଞ୍ଚଳରେ ମଦ କ୍ୟାବିନ୍ ମନା । ସାମାଜିକ, ଧାର୍ମିକ, ସାଂସ୍କୃତିକ ଦିଗକୁ ଦେଖି ନୀତିରେ ପରିବର୍ତ୍ତନ କରାଯାଇଛି । ରାଜ୍ୟର ଅନ୍ୟ ଧର୍ମାନୁଷ୍ଠାନ ଅଞ୍ଚଳରେ ଖୋଲିବନି ମଦ ଦୋକାନ । ଧାର୍ମିକ ଅନୁଷ୍ଠାନର ୫ କିମି ପରିଧି ମଧ୍ୟରେ ଖୋଲିବନି ମଦ ଦୋକାନ ।