Breaking PLUSଓଡ଼ିଶାମୁଖ୍ୟ ଖବର

ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌

ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଲୁଟ୍‌ ହୋଇଛି । ନୟାପଲ୍ଲୀ ଭିଆଇପି କଲୋନୀ ସ୍ଥିତ ନିରଞ୍ଜନଙ୍କ ବାସଭବନରୁ ଲୁଟ୍‌ ହୋଇଥିବା ନେଇ ସୂଚନା ମିଳିଛି । ଘରେ କେହି ନଥିବାର ସୁଯୋଗ ନେଇ କିଛି ଦୁର୍ବୃତ୍ତ ଆଲମିରା ଲକର୍‌ ତାଡ଼ି ୫୦ ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି । ସିସିଟିଭି ଫୁଟେଜକୁ ଆଧାର କରି ଘଟଣାସ୍ଥଳରେ ନୟାପଲ୍ଲୀ ପୁଲିସ୍ ପହଞ୍ଚି ଛାନଭିନ କରୁଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button