Breaking PLUSଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର- ପୁଣି ବର୍ଷିବ । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି । ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ପୂର୍ବାନୁମାନ କରାଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button