Breaking PLUSଓଡ଼ିଶାମୁଖ୍ୟ ଖବର
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ୱର- ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୨୨ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏହାର ଫଳରେ ରାଜ୍ୟରେ ବର୍ଷା ହେବ ।



