Breaking PLUSଓଡ଼ିଶାମୁଖ୍ୟ ଖବର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର- ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ ।୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି ।ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି  ।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Show More

Related Articles

Back to top button