Breaking PLUSଓଡ଼ିଶାମୁଖ୍ୟ ଖବର

12 ଘଂଟାରେ ଅବପାତ

ଭୁବନେଶ୍ୱର- ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସକ୍ରିୟ ହୋଇଛି । ଆଗାମୀ ୧୨ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି । ଆଜି ଓ କାଲି ମେଘୁଆ ପାଗ ସହ ବର୍ଷାର ପ୍ରଭାବ ରହିବା ପୂର୍ବାନୁମାନ କରାଯାଇଥିବା ସୂଚନା ଦେଇଛନ୍ତି ପାଣିପାଗ ନିର୍ଦ୍ଦେଶିକା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button