Breaking PLUSଓଡ଼ିଶାମୁଖ୍ୟ ଖବର

୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ

ଆଗାମୀ ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଆସିପାରେ ଲଘୁଚାପ । ପାଣିପାଗରେ ହେବାକୁ ଯାଉଛି ବଡ଼ ପରିବର୍ତ୍ତନ । ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ଏହାର ପ୍ରଭାବରେ ୪୮ ଘଣ୍ଟାରେ ଦକ୍ଷିଣ ବଙ୍ଗୋପସାଗର ଲଘୁଚାପ କ୍ଷେତ୍ର ସମ୍ଭାବନା ସୃଷ୍ଟି ହୋଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button