Breaking PLUSଓଡ଼ିଶାମୁଖ୍ୟ ଖବର
22ରେ ବଙ୍ଗୋପସାଗରରେ ଲଘୁଚାପ

ଭୁବନେଶ୍ବର – ବଙ୍ଗୋପସାଗରରେ ଆସୁଛି ଏକ ଲଘୁଚାପ। ଚଳିତ ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗରେ ଗତି କରିବ। ପରବର୍ତ୍ତୀ ସମୟରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତ ରୂପ ନେବା ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ