Breaking PLUSଓଡ଼ିଶାମୁଖ୍ୟ ଖବର
୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର

ଭୁବନେଶ୍ୱର- ୨୧ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର । ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତିକରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି । ଦକ୍ଷିଣ ଓ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ପରବର୍ତ୍ତୀ ୪୮ ଘଣ୍ଟାରେ ଅବପାତ ରୂପ ନେବ ।ଅକ୍ଟୋବରରେ ଲଘୁଚାପରୁ ଅବପାତ ସମ୍ଭାବନାକୁ ନେଇ ଆଶଙ୍କା ।