Breaking PLUSଓଡ଼ିଶାମୁଖ୍ୟ ଖବର

28 ତାରିଖ ବେଳକୁ ଲଘୁଚାପ !

ଭୁବନେଶ୍ୱର. 22 ମେ- ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।

ଆସନ୍ତା ୨୮ ଓ ୨୯ ବେଳକୁ ଲଘୁଚାପ ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ କାଳବୈଶାଖୀ ପ୍ରଭାବ ରହିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

Show More

Related Articles

Back to top button