Breaking PLUSଓଡ଼ିଶାମୁଖ୍ୟ ଖବର

ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ

ଭୁବନେଶ୍ୱର- ଗଭୀର ଅବପାତରେ ପରିଣତ ହେଲା ସୃଷ୍ଟ ଲଘୁଚାପ । ସକାଳ ସାଢେ ୫ଟାରେ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ । ଆଗାମୀ ୧୨ ଘଣ୍ଟା ଅର୍ଥାତ ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ସମ୍ଭାବନା । ୨୪ ଘଣ୍ଟାରେ ସକ୍ରିୟ ହୋଇ ଆହୁରି ଘନୀଭୂତ ହେବ ବାତ୍ୟା  । ୨୮ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇପାରେ । ୨୮ ତାରିଖ ସନ୍ଧ୍ୟା/ରାତିରେ ସ୍ଥଳଭାଗ ଛୁଇଁବା ସମ୍ଭାବନା  । ପବନର ବେଗ ଘଣ୍ଟା ପ୍ରତି ୯୦ରୁ ୧୦୦ କି.ମି. ରହିବ  । ସର୍ବାଧିକ ୧୧୦ କି.ମି. ପବନର ବେଗ ରହିବା ଆଶଙ୍କା  । ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୦ କି.ମି. ବେଗରେ ଗତି କରୁଛି  । ଏବେ ଗୋପାଳପୁର ଠାରୁ ୯୫୦ କି.ମି. ଦୂରରେ କେନ୍ଦ୍ରୀଭୂତ । ଆନ୍ଧ୍ରର କାକିନାଡ଼ାଠାରୁ ୮୪୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button