Breaking PLUSଓଡ଼ିଶାମୁଖ୍ୟ ଖବର

ବଲିଉଡ୍ ଅଭିନେତ୍ରୀ ମାଧୁରୀ ନେଇଛନ୍ତି ୧ କୋଟି ୬୦ ଲକ୍ଷ ଟଙ୍କା

ଭୁବନେଶ୍ୱର- ବଲିଉଡ୍ ଅଭିନେତ୍ରୀ ମାଧୁରୀ ୧ କୋଟି ୬୦ ଲକ୍ଷ ଟଙ୍କା ନେଇଛନ୍ତି  । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ବୟନ ଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କ ଉତ୍ତର । ଓଡ଼ିଶା ହସ୍ତତନ୍ତ୍ର ବ୍ରାଣ୍ଡ ଆମ୍ବାସଡର ହେବାକୁ ମାଧୁରୀ ମୋଟା ଅର୍ଥ ନେଇଛନ୍ତି । ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ନେଇଛନ୍ତି ମାଧୁରୀ । ବିମାନ ସହ ରହିବା ଓ ଖାଇବା ଖର୍ଚ୍ଚ ଅଲଗା ନେଇଛନ୍ତି ବୋଲି ଗୃହରେ ସୂଚନା ଦେଇଛନ୍ତି ବୟନ ଶିଳ୍ପ ମନ୍ତ୍ରୀ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button