Breaking PLUSଓଡ଼ିଶାମୁଖ୍ୟ ଖବର

ବାରିପଦା ମେଡିକାଲ କଲେଜର ଅଗ୍ନିକାଣ୍ଡ

ପ୍ରସୂତୀ ବିଭାଗରେ ଅଗ୍ନିକାଣ୍ଡ

ବାରିପଦା ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ତୃତୀୟ ମହଲା ପ୍ରସୂତୀ ବିଭାଗରେ ନିଆଁ ଲାଗିଥିବା ସୂଚନା ମିଳିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ଆଜି ଅପରାହ୍ଣରେ ପ୍ରସୂତୀ ବିଭାଗରେ ନିଆଁ ଲାଗି ଯାଇଥିଲା। ଫଳରେ ଆଇସିୟୁ, ୱାର୍ଡରେ ଥିବା ରୋଗୀଙ୍କୁ ତୁରନ୍ତ ସ୍ଥାନାନ୍ତର କରାଯାଇଥିଲା। ଅଗ୍ନିକାଣ୍ଡ ପରେ ପୂରା ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା। ତେବେ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା ପାଇଁ ଉଦ୍ୟମ କରୁଛନ୍ତି।

Show More

Related Articles

Back to top button