Breaking PLUSଓଡ଼ିଶାମୁଖ୍ୟ ଖବର

ମନୀଷ ଅଗ୍ରୱାଲଙ୍କ ଆଗୁଆ ଜାମିନ୍‌‌ ଆବେଦନ ଖାରଜ

କଟକ : ବ୍ୟକ୍ତିଗତ ସହାୟକ ଆତ୍ମହତ୍ୟା ମାମଲାରେ ମାଲକାନଗିରିର ତତ୍କାଳୀନ ଜିଲାପାଳ ମନୀଷ ଅଗ୍ରୱାଲଙ୍କ ଆଗୁଆ ଜାମିନ୍‌‌ ଆବେଦନକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି । ଏହି ଜାମିନ ଆବେଦନ ଖାରଜ ହୋଇଯିବା ଫଳରେ ମନୀଷ ଅଗ୍ରୱାଲଙ୍କ ଗିରଫଦାରୀ ଆଶଙ୍କା ବଢିଛି। ମନୀଷ ଅଗ୍ରୱାଲଙ୍କ ସମେତ ତାଙ୍କର ଅନ୍ୟ ଦୁଇ ସହଯୋଗୀ ତଥା ଡାଟା ଏଣ୍ଟ୍ରି ଅପରେଟର ଭି. ବେଣୁଗୋପାଳ ଏବଂ ବ୍ୟକ୍ତିଗତ ସହାୟକ ପ୍ରକାଶ ଚନ୍ଦ୍ର ସ୍ୱାଇଁ ଙ୍କର ମଧ୍ୟ ଆଗୁଆ ଜାମିନ୍‌‌ ଆବେଦନକୁ ହାଇକୋର୍ଟ ଖାରଜ କରି ଦେଇଛନ୍ତି।

Show More

Related Articles

Back to top button