Breaking PLUSଓଡ଼ିଶାମୁଖ୍ୟ ଖବର
ସବୁ ଚିଟଫଣ୍ଡ ଜମାକାରୀ ଫେରିବେ ଟଙ୍କା- ମନମୋହନ ସାମଲ

ଭୁବନେଶ୍ୱର- କ୍ଷୁଦ୍ର ଚିଟ୍ଫଣ୍ଡ୍ ଜମାକାରୀଙ୍କୁ ଟଙ୍କା ପେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ ପ୍ରକାଶ ପାଇଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ‘ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁଛନ୍ତି ସରକାର । ‘ଲକ୍ଷାଧିକ ଚିଟ୍ଫଣ୍ଡ୍ ଜମାକାରୀ ଟଙ୍କା ପାଇ ସାରିଲେଣି । ଏବେ ସରକାର ଆଉ ୫ ଲକ୍ଷ ଜମାକାରୀଙ୍କୁ ଚିହ୍ନଟ କରିଛନ୍ତି । ପର୍ଯ୍ୟାୟକ୍ରମେ ଅନ୍ୟ ଜମାକାରୀଙ୍କୁ ମଧ୍ୟ ଟଙ୍କା ଫେରାଯିବ । ବଡ଼ ଜମାକାରୀ ମଧ୍ୟ ଟଙ୍କା ଫେରିପାଇବେ ।



