Breaking PLUSଓଡ଼ିଶାମୁଖ୍ୟ ଖବର
ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା

ଭୁବନେଶ୍ୱର- ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବଢ଼ିଲା । ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ବର୍ଷେ ବଢ଼ାଇଲେ ସରକାର । ଡିସେମ୍ବର ୩୧ରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ସରୁଥିଲା ।