Breaking PLUSଓଡ଼ିଶାମୁଖ୍ୟ ଖବର
ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ
ମାଲକାନଗିରି: ଘରେ ପଶି ଯୁବକଙ୍କୁ ହାଣି ହତ୍ୟା କଲେ ମାଓବାଦୀ । ଛତିଶଗଡ଼ ବିଜାପୁର କେଶମୁଣ୍ଡି ଗାଁରେ ମାଓବାଦୀଙ୍କ ବର୍ବରକାଣ୍ଡ । ପୋଲିସ ଇନଫର୍ମର ସନ୍ଦେହରେ କୁରାଢିରେ ହାଣି ହତ୍ୟା କଲେ । ମୃତକ କେଶମୁଣ୍ଡି ଗାଁର ୪୧ ବର୍ଷୀୟ ଯୁବକ ଭାଦୁ ସୋଧି । ଘଟଣା ପରେ ସ୍ଥାନୀୟ ଅଂଚଳରେ ଚାଂଚଲ୍ୟ ଖେଳିଯାଇଛି ।