Breaking PLUSଓଡ଼ିଶାମୁଖ୍ୟ ଖବର

ପୋଲିସ ଇନଫର୍ମର ସନ୍ଦେହରେ ବିଜେପି କର୍ମୀଙ୍କୁ ହତ୍ୟା

ମାଲକାନଗିରି: ପୋଲିସ ଇନଫର୍ମର ସନ୍ଦେହରେ ବିଜେପି କର୍ମୀଙ୍କୁ ହତ୍ୟା  । ଛତିଶଗଡ଼ ବିଜାପୁରରେ ବିଜେପି କର୍ମୀଙ୍କୁ ହତ୍ୟା କଲେ ମାଓବାଦୀ  । ଛତିଶଗଡ ପୁଟୁର ଥାନା ଅନ୍ତର୍ଗତ ସମନପଲ୍ଲୀ ଗାଁ ନିକଟରେ ବିଜେପି କର୍ମୀ ମଣ୍ଡେରାମ ପୁଡୁଆମୀଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି। ଏହି ଘଟଣା ପରେ ପୁଲିସ ପକ୍ଷରୁ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି। ଘଟଣାସ୍ଥଳରୁ ମାଓ ପୋଷ୍ଟର ମଧ୍ୟ ଉଦ୍ଧାର କରାଯାଇଛି।

Show More

Related Articles

Back to top button