Breaking PLUSଓଡ଼ିଶାମୁଖ୍ୟ ଖବର

ଫେବ୍ରୁଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର- ଫେବ୍ରୁଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହୋଇଛି । ସକାଳ ୯ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପରୀକ୍ଷା  । ଗଣିତ ପରୀକ୍ଷାରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଅଧିକ ୧୫ ମିନିଟ୍‌  । ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ଚାଲିବ ମାଟ୍ରିକ୍‌ ପରୀକ୍ଷା  । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା ।

ଫେବ୍ରୁଆରୀ ୧୯ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ଦେବେ ଛାତ୍ରଛାତ୍ରୀ  । ୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା  ।୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button