Breaking PLUSଓଡ଼ିଶାମୁଖ୍ୟ ଖବର
ଅଯୋଗ୍ୟ କାର୍ଡ ଫେରାନ୍ତୁ- ମନ୍ତ୍ରୀ

ଭୁବନେଶ୍ୱର-ନିଜ ଆଡୁ ରାସନ କାର୍ଡ ଫେରାଇବାକୁ ପୁଣି ଯୋଗାଣ ମନ୍ତ୍ରୀଙ୍କ ଅପିଲ୍ । ଗ୍ରାମାଞ୍ଚଳରେ ଯେଉଁମାନଙ୍କର ମାସିକ ଆୟ ୧୦ ହଜାର କାର୍ଡ ଫେରାନ୍ତୁ । ସହରାଞ୍ଚଳରେ ୧୫ ହଜାର ଆୟ ଥିଲେ କାର୍ଡ ଫେରାଇ ଦିଅନ୍ତୁ ବୋଲି ଅପିଲ କରିଛନ୍ତି ମନ୍ତ୍ରୀ କୃଷ୍ଣ ପାତ୍ର । ସରକାର ଏବେ କାର୍ଯ୍ୟାନୁଷ୍ଠାନ ନେବେନି, ଫେରାଇ ଦିଅନ୍ତୁ । କାଲି ପୋର୍ଟାଲ ଖୋଲିବା ପରେ ଦେଢ଼ ହଜାର ଆବେଦନ ହୋଇଛି । ପୂର୍ବରୁ ୬ ଲକ୍ଷ ଆବେଦନକାରୀ ରାସନ କାର୍ଡ ଅପେକ୍ଷାରେ ଅଛନ୍ତି । ୮୦ ହଜାର ଅଯୋଗ୍ୟ ହିତାଧିକାରୀ ଫେରାଇଲେଣି ୧୨ ହଜାର କାର୍ଡ । ସାଢ଼େ ୪ ହଜାର ସରକାରୀ କର୍ମଚାରୀ କାର୍ଡ ଫେରାଇଛନ୍ତି ।