Breaking PLUSଓଡ଼ିଶାମୁଖ୍ୟ ଖବର

ଗାଧୋଇବା ବେଳେ ପୋଖରୀରେ ବୁଡିଗଲେ ନାବାଳକ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁର ଗାଁରେ ଅଘଟଣ। ପୋଖରୀରେ ବୁଡି ଜଣେ ନାବାଳକ ନିଖୋଜ ହୋଇଯାଇଛି। ନିଖୋଜ ନାବାଳକ ଜଣକ ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା ବୋଲି ଜଣାପଡିଛି। ସମୀର ଗତକାଲି କେନ୍ଦୁଝର ନରଣପୁର ରତ୍ନା ସାହିରେ ଥିବା ନିଜ ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଆସିଥିଲେ। ଆଜି ସକାଳୁ ସେ ଗାଁ ପାଖରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ପାଣିରେ ବୁଡି ନିଖୋଜ ହୋଇଯାଇଛନ୍ତି।

Show More

Related Articles

Back to top button