Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଅଭିଯୁକ୍ତ ଘର ମାଲିକଙ୍କୁ ପୁଲିସ୍‌ ଗିରଫ କରିଛି। ଖବର ପାଇ ମହିଳା କମିଶନ ସଦସ୍ୟା ଘଟଣାସ୍ଥଳରେ ପୀଡିତାଙ୍କୁ ଭେଟି ବୟାନ ରେକର୍ଡ କରିଛନ୍ତି। ଘରେ କେହି ପରିବାର ଲୋକେ ନଥିବା ସମୟରେ ଅଭିଯୁକ୍ତ ଜଣକ ଏଭଳି କାଣ୍ଡ ଭିଆଇଥିବା ଜଣାପଡିଛି।

Show More

Related Articles

Back to top button