Breaking PLUSଓଡ଼ିଶାମୁଖ୍ୟ ଖବର

ବନ୍ଦ ହେଲା MKCG ଇଣ୍ଟର ମେଡିକାଲ୍‌ କଲେଜ ମିଟ୍‌

ବ୍ରହ୍ମପୁର: ବନ୍ଦ ହେଲା MKCG ଇଣ୍ଟର ମେଡିକାଲ୍‌ କଲେଜ ମିଟ୍‌  । ଗତକାଲିର ଗଣ୍ଡଗୋଳ ପରେ ଇଣ୍ଟର ମେଡିକାଲ୍‌ କଲେଜ ମିଟ୍‌ ବନ୍ଦ କରାଯାଇଛି । MKCG କଲେଜ କାଉନସିଲ୍‌ ବୈଠକ ପରେ ଡିନ୍‌ଙ୍କ ଘୋଷଣା  । ଆଇନ ଶୃଙ୍ଖଳା ସ୍ଥିତି ଉପୁଜିବାରୁ ଇଣ୍ଟର ମେଡିକାଲ୍‌ କଲେଜ ମିଟ୍‌ ବନ୍ଦ ନିଷ୍ପତି ହୋଇଛି । ନିଷ୍ପତ୍ତି ବିରୋଧରେ ଟେଲି ମେଡିସିନ୍ ସେଣ୍ଟର ବାହାରେ ଛାତ୍ରଛାତ୍ରୀ ଧାରଣା ଦେଇଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button