Breaking PLUSଓଡ଼ିଶାମୁଖ୍ୟ ଖବର

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ପ୍ରସ୍ତାବ

ଭୁବନେଶ୍ୱର- ବିଜେପି ବିଧାୟକ ଦଳ ବୈଠକରେ ବଡ଼ ନିଷ୍ପତ୍ତି  । ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ପ୍ରସ୍ତାବ ଦେଇଚନ୍ତି ବିଧାୟକ ।ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ପ୍ରସ୍ତାବ ଦେଲେ ସମସ୍ତ ବିଜେପି ବିଧାୟକ  । ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ଦେଲେ ପ୍ରସ୍ତାବ ।

Show More

Related Articles

Back to top button