Breaking PLUSଓଡ଼ିଶାଦେଶମୁଖ୍ୟ ଖବର

୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର ଛୁଇଁବ ମୌସୁମୀ ବାୟୁ

ନୂଆଦିଲ୍ଲୀ- ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନ ସାଗର, ନିକୋବର ଦ୍ୱୀପ ଏବଂ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଛୁଇଁବ। ଏଥିପାଇଁ ପାଗ ଅନୁକୂଳ ରହିଛି। ଗତବର୍ଷ ମଧ୍ୟ ଏହି ସମୟରେ ଏସବୁ ଅଞ୍ଚଳକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ତାରିଖ ଅନୁସାରେ ଅଗ୍ରସର ହୋଇଥିଲା ବୋଲି ସୋମବାର ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

Show More

Related Articles

Back to top button