Breaking PLUSଓଡ଼ିଶାମୁଖ୍ୟ ଖବର

ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା

ଭୁବନେଶ୍ୱର- ଉତ୍ତରପ୍ରଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ମଧ୍ୟପ୍ରଦେଶରେ ପହଞ୍ଚିବ। ମୌସୁମୀ ଜନିତ ନିମ୍ନଚାପରେଖା ଲଘୁଚାପ କେନ୍ଦ୍ରସ୍ଥଳ ଦକ୍ଷିଣ ବାଂଲାଦେଶ ଏବଂ ତତ୍‌ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର କେତେକ ଅଞ୍ଚଳ ଏବଂ ଦକ୍ଷିଣ ଓଡ଼ିଶାର ଅଳ୍ପ କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ଦେବଗଡର ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

 

Show More

Related Articles

Back to top button