Breaking PLUSଓଡ଼ିଶାମୁଖ୍ୟ ଖବର
ଆଜିଠୁ ମୋନ୍ଥା କ୍ଷୟକ୍ଷତି ଆକଳନ

ଭୁବନେଶ୍ୱର- ଆଜିଠୁ ମୋନ୍ଥା କ୍ଷୟକ୍ଷତି ଆକଳନ ଆରମ୍ଭ ହୋଇଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜରୀ ।୩ ଦିନରେ କ୍ଷୟକ୍ଷତି ଆକଳନ ରିପୋର୍ଟ ଦେବାକୁ ରାଜସ୍ବ ମନ୍ତ୍ରୀଙ୍କ ନିର୍ଦ୍ଦେଶ । ଧାନ, କପା, ପନିପରିବା ଚାଷ କ୍ଷତି ହୋଇଥିବା ସୂଚନା ଆସିଛି । ଓଡ଼ିଶା ବାତ୍ୟାରୁ ବର୍ତ୍ତିଯାଇଛି, ଆଦୌ ବିଚଳିତ ହୁଅନ୍ତୁ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି ।


