Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ପାଇଁ ଏମଓୟୁ ସ୍ୱାକ୍ଷରିତ

ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ପାଇଁ ସୋମବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ଦିଆଯିବ ବୋଲି ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି ଅବସରରେ ସୂଚନା ଦେଇଛନ୍ତି।

Show More

Related Articles

Back to top button