Breaking PLUSଓଡ଼ିଶାମୁଖ୍ୟ ଖବର
ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର- ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ଭିନ୍ନଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି ।