Breaking PLUSଓଡ଼ିଶାମୁଖ୍ୟ ଖବର

ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା

ଭୁବନେଶ୍ୱର- ରାଜଧାନୀରେ ଏକ ବିଭତ୍ସ ହତ୍ୟାକାଣ୍ଡ ଦେଖିବାକୁ ମିଳିଛି।ରସୁଲଗଡରୁ ବାଣୀବିହାର ମୁଖ୍ୟ ରାସ୍ତାରେ ହତ୍ୟାକାଣ୍ଡ ହୋଇଛି। ଓଭର ବ୍ରିଜ୍ ଉପରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ବେକ ଏବଂ ଗୋଡରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବର ପାଇ ମଞ୍ଚେଶ୍ଵର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Show More

Related Articles

Back to top button