Breaking PLUSଓଡ଼ିଶାମୁଖ୍ୟ ଖବର

ଷ୍ଟୁଡିଓ ମାଲିକଙ୍କୁ ବୀଭତ୍ସ ଭାବେ ହାଣି ହତ୍ୟା

ଯାଜପୁର: ଷ୍ଟୁଡିଓ ମାଲିକଙ୍କୁ ବୀଭତ୍ସ ଭାବେ ହାଣି ହତ୍ୟା କରାଯାଇଛି । ଷ୍ଟୁଡିଓ ଭିତରୁ କ୍ଷତାକ୍ତ ମୃତଦେହ ଉଦ୍ଧାର କଲା ପୋଲିସ  । ଯାଜପୁର ରୋଡ୍‌ ଥାନା ସୋବରାରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ପୂର୍ବ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ ।

Show More

Related Articles

Back to top button