Breaking PLUSଓଡ଼ିଶାମୁଖ୍ୟ ଖବର
ମିଆଁମାର ଭୂକମ୍ପ ମୃତ୍ୟୁ ସଂଖ୍ୟା 1700 ଟପିଲା

ନେପିଦା: ମ୍ୟାମାରରେ ଜାରି ରହିଛି ମୃତ୍ୟୁର ତାଣ୍ଡବ । ଆଜି ବି ବାହାରୁଛି ଭଗ୍ନାବଶେଷ ତଳୁ ମୃତଦହ । ସରକାରୀ ତଥ୍ୟ ଅନୁସାରେ ବର୍ତ୍ତମାନ ସୁଦ୍ଧା ୧୭୦୦ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ୩୪୦୦ ଜଣ ଆହତ ଅଛନ୍ତି । ଏବଂ ୩୦୦ର ଅଧିକ ଲୋକ ଏବେବି ନିଖୋଜ ଅଛନ୍ତି । ଯେଉଁମାନଙ୍କୁ ଖୋଜା ଚାଲିଛି ।



