Breaking PLUSଓଡ଼ିଶାମୁଖ୍ୟ ଖବର

୧୬୪୪ରେ ପହଞ୍ଚିଲା ମିଆଁମାର ଭୂକମ୍ପ ମୃତକଙ୍କ ସଂଖ୍ୟା

ମ୍ୟାଁମାରରେ ଶୁକ୍ରବାର ଘଟିଥିବା ଭୟାବହ ଭୂମିକମ୍ପରେ ମୃତକଙ୍କ ସଂଖ୍ୟା ୧୬୪୪ରେ ପହଞ୍ଚିଛି। ଏହି ପ୍ରାକୃତିକ ବିପର୍ଯ୍ୟୟରେ ୩୫୦୦ରୁ ଅଧିକ ଲୋକ ଆହତ ହୋଇଥିବା ମ୍ୟାଁମାରରେ କ୍ଷମତାସୀନ ଜୁନ୍ତା ସରକାରଙ୍କ ପକ୍ଷରୁ ଶନିବାର ସ୍ପଷ୍ଟ କରାଯାଇଛି। ଧ୍ବଂସସ୍ତୂପ ତଳେ ସହସ୍ରାଧିକ ଲୋକ ପୋତି ହୋଇପଡିଥିବାରୁ ଆଗାମୀ ଦିନରେ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବ ବୋଲି ଆଶଙ୍କା କରାଯାଉଛି। ଏବେ ମାଟିତଳୁ ଉଦ୍ଧାରକାରୀ ଦଳ ମୃତାହତଙ୍କୁ ଉଦ୍ଧାର କରିବା ଲାଗି ପ୍ରାଣମୂର୍ଚ୍ଛା ଉଦ୍ୟମ ଚଳାଇଛନ୍ତି।

Show More

Related Articles

Back to top button