Breaking PLUSଓଡ଼ିଶାମୁଖ୍ୟ ଖବର

ନବ ଦାସ ହତ୍ୟାକାଣ୍ଡରେ ଜୟ ନାରାୟଣ ମିଶ୍ରଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: ନବ ଦାସ ହତ୍ୟାକାଣ୍ଡରେ ଆଜି ପୁଣି ବିସ୍ଫୋରକ ବୟାନ ଦେଇଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର । ସେ କହିଛନ୍ତି, ନବ ଦାସ ହତ୍ୟାକାଣ୍ଡରେ ବହୁତ ବଡ଼ ବଡ଼ ମୁଣ୍ଡ ଅଛନ୍ତି, ଯେଉଁମାନେ ଏହି ତଦନ୍ତକୁ ଠିକ୍‌ ଭାବେ କରିବାକୁ ଦେଉ ନାହାନ୍ତି । ସଠିକ୍ ତଦନ୍ତ ହେଲେ ସେମାନଙ୍କ ମୁଣ୍ଡ ଗଡ଼ିବ । ସେଥିପାଇଁ ତଦନ୍ତକୁ ଦିଗହରା କରିବାରେ ଚାହୁଁଛନ୍ତି । ସରକାର ସ୍ପଷ୍ଟତାର ସହିତ ଆସି ତଦନ୍ତକୁ ଆଉ ଆଗକୁ ନେବା କଥା ।

Show More

Related Articles

Back to top button