Breaking PLUSଓଡ଼ିଶାମୁଖ୍ୟ ଖବର
ଆଜି ନନ୍ଦନକାନନ ବନ୍ଦ

ଭୁବନେଶ୍ୱର- ଆଜି ବନ୍ଦ ରହିଛି ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ଏହି ନିଷ୍ପତି ନେଇଛନ୍ତି । ବାତ୍ୟା ବିପଦ ଟଳିଛି ସତ, କିନ୍ତୁ ପବନ ଓ ବର୍ଷା ଲାଗିରହିଛି । ତେଣୁ ସୁରକ୍ଷା ଦୃଷ୍ଟିରୁ ଏହି ପଦକ୍ଷେପ ନିଆଯାଇଛି ।



