ଓଡ଼ିଶାବ୍ୟକ୍ତିତ୍ୱସ୍ୱତନ୍ତ୍ର
ନନ୍ଦିନୀ ଶତପଥୀଙ୍କ ଜନ୍ମଜୟନ୍ତୀ

ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ନାରୀନେତ୍ରୀ ନନ୍ଦିନୀ ଶତପଥୀଙ୍କ ଜନ୍ମଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ଓଡ଼ିଆ ସାହିତ୍ୟ, ରାଜନୀତି ଏବଂ ଲୋକଙ୍କ କଲ୍ୟାଣ ଦିଗରେ ତାଙ୍କ ଅବଦାନ ପାଇଁ ସେ ସବୁବେଳେ ସ୍ମରଣୀୟ ହୋଇ ରହିବେ।
ଦିବ୍ୟଦିଗନ୍ତ ସାମାଜିକ ଅନୁଷ୍ଠାନ