Breaking PLUSଓଡ଼ିଶାମୁଖ୍ୟ ଖବର

‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ଭୁବନେଶ୍ବର: ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। । ଭାରତ ସରକାରଙ୍କ ଦ୍ବାରା ଆୟୋଜିତ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବରେ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଏହି ଚଳଚ୍ଚିତ୍ରର ପ୍ରଯୋଜକ ଓ ୨ ନିର୍ଦେଶକ ପୁରସ୍କାର ଗ୍ରହଣ କରିଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ପ୍ରଯୋଜକ ଦୀପେନ୍ଦ୍ର ସାମଲଙ୍କୁ ଜାତୀୟ ପୁରସ୍କାର ମିଳିଥିବାବେଳେ ନିର୍ଦେଶକ ବିଶାଲ ମୌର୍ଯ୍ୟ ଓ ଦେବୀପ୍ରସାଦ ଲେଙ୍କା ମଧ୍ୟ ପୁରସ୍କୃତ  ହୋଇଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button