Breaking PLUSଓଡ଼ିଶାମୁଖ୍ୟ ଖବର

ନବୀନ ପଟ୍ଟନାୟକଙ୍କ ହେଲକପ୍ଟର ଯାଞ୍ଚ

ନୂଆପଡାରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ହେଲକପ୍ଟର ଯାଞ୍ଚ କରାଯାଇଛି । ସୋମବାର ନବୀନ ନୂଆପଡାରେ ପ୍ରଚାର ପାଇଁ ଯାଇଥିବା ବେଳେ ସେହି ସମୟରେ ତାଙ୍କ ବିମାନର ଯାଞ୍ଚ କରାଯାଇଥିଲା । ଏନେଇ ନୂଆପଡା ଜିଲ୍ଲାପାଳ ଏକ୍ସରେ ସୂଚନା ଦେଇଛନ୍ତି । ଜିଲ୍ଲାପାଳ କହିଛନ୍ତି ଉପନିର୍ବାଚନ ଚାଲିଥିବାରୁ ଯାଞ୍ଚ କରାଯାଇଛି । ଆଦର୍ଶ ଆଚରଣ ବିଧି ଅନୁଯାୟୀ ଯାଞ୍ଚହୋଇଛି । ଫ୍ଲାଇ ସ୍କ୍ୱାର୍ଡ ଟିମର ୪ଜଣ ଓ ଭିଡ଼ିଓ ସର୍ଭେଲାନ୍ସ ଟିମ୍‌ ପକ୍ଷରୁ ଯାଞ୍ଚ କରାଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button