Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି
ବିଜେଡି ପଦଯାତ୍ରାରେ ଯୋଗ ଦେଲେ ନବୀନ

ଆଜି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ୭୯ତମ ଜନ୍ମଦିନ । ଏହି ଅବସରରେ ବିଜେଡି ପଦଯାତ୍ରାରେ ଯୋଗ ଦେଇଛନ୍ତି ନବୀନ । ଏକାମ୍ର ଭୁବନେଶ୍ୱରର ଗଙ୍ଗନଗରରେ ଥିବା ବିଜୁ ଆଦର୍ଶ କଲୋନୀରୁ ପଦଯାତ୍ରା ଆରମ୍ଭ କରିଛନ୍ତି । ସେଠାରେ ପିଲାଙ୍କ ସହ କିଛି ସମୟ ବିତାଇବା ସହ କେକ୍ କାଟି ମିଷ୍ଟାନ ବଣ୍ଟନ କରି ଉପହାର ମଧ୍ୟ ଦେଇଥିଲେ ନବୀନ ।