Breaking PLUSଓଡ଼ିଶାମୁଖ୍ୟ ଖବର

ମୁନ୍ନା ଖାଁଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜେଡିର ବରିଷ୍ଠ  ନେତା ମୁନ୍ନା ଖାଁଙ୍କୁ ନିର୍ଭର ପ୍ରତିଶ୍ରୁତି ଦେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ। ସେ କହିଛନ୍ତି, ସଂଖ୍ୟାଲଘୁଙ୍କ ସ୍ବାର୍ଥ ଆମର ପ୍ରାଥମିକତା। ଦୁଇ ଦିନ ଭିତରେ ରାଜ୍ୟସଭାରେ ୱକଫ୍ ବିଲ୍‌ ସମର୍ଥନରେ ବିଜେଡିର କେତେକ ସାଂସଦ ଭୋଟ୍ ଦେବା ଘଟଣାର ସମାଧାନ କରିବି। ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବି।

Show More

Related Articles

Back to top button