ଦୁର୍ଘଟଣାଦେଶ ବିଦେଶମୁଖ୍ୟ ଖବର

ଭୂକମ୍ପରେ ଥରିଲା ନେପାଳ

କାଠମାଣ୍ଡୁ : ନେପାଳରେ ଆଜି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୧ ରହିଛି। ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, କାଠମାଣ୍ଡୁ ଠାରୁ ୫୩ କିଲୋମିଟର ପୂର୍ବରେ ପୃଥିବୀ ଏହି ଭୂକମ୍ପ ସୃଷ୍ଟି ହୋଇଛି। ଅପରାହ୍ନ ୨.୫୨ ମିନିଟରେ ଏହି ଭୂକମ୍ପ ଅନୁଭୂତ ହୋଇଥିଲା। ତେବେ ଏପର୍ଯ୍ୟନ୍ତ ଭୂକମ୍ପ ଯୋଗୁଁ କୌଣସି କ୍ଷୟକ୍ଷତିର ସୂଚନା ମିଳିନାହିଁ।

Show More

Related Articles

Back to top button