
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୨୩୭ ଜଣ କରୋନା ସଂକ୍ରମିତ । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମିତଙ୍କ ମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୯ ହଜାର ୩୪୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୦୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୮ ହଜାର ୫୦୯ ଜଣ ସୁସ୍ଥ ହୋଇସାରିଲେଣି ।
୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନା ଜନିତ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୧୩ ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୩୭୦ ରହିଛି ।
7. Ganjam: 1
8. Jagatsinghpur: 3
9. Jajpur: 8
10. Jharsuguda: 4
11. Kendrapada: 3
12. Keonjhar: 1
13. Khurda: 113
14. Mayurbhanj: 8
15. Nayagarh: 2
16. Puri: 3
17. Sambalpur: 13— I & PR Department, Odisha (@IPR_Odisha) December 1, 2021