Breaking PLUSଓଡ଼ିଶାମୁଖ୍ୟ ଖବର
ଗତ ୨୪ ଘଣ୍ଟାରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା ମହାମାରୀ
ରାଜ୍ୟରେ ବର୍ତ୍ତମାନ ନିୟନ୍ତ୍ରଣରେ ରହୁଛି କରୋନା ସଂକ୍ରମଣ । ନୂତନ ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୯ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 80 years old Male of Baragarh District who was also suffering from Diabetes Mellitus & Chronic Kidney Disease.
2.A 70 years old Male of Baragarh District.
— H & FW Dept Odisha (@HFWOdisha) November 29, 2021
ମୃତକଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୨ଜଣ ରହିଛନ୍ତି ।