Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା ମହାମାରୀ

ରାଜ୍ୟରେ ଆଉ ୩ ମୁଣ୍ଡ ନେଇଛି କରୋନା ମହାମାରୀ । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୧୮ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ ଏବଂ ସୁନ୍ଦରଗଡରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

Show More

Related Articles

Back to top button