Breaking PLUSଓଡ଼ିଶାମୁଖ୍ୟ ଖବର

ଏପ୍ରିଲ ୨ରେ ହେବ ଖଡିଛୁଆଁ

ଭୁବନେଶ୍ୱର- ଏପ୍ରିଲ ୨ରେ ହେବ ଖଡିଛୁଆଁ । ନୂତନ ଶିକ୍ଷାନୀତି ୨୦୨୦ ଅନୁଯାୟୀ ରାଜ୍ୟରେ ଆରମ୍ଭ ହେବାକୁ ଯାଉଛି ‘ଶିଶୁ ବାଟିକା’। ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Show More

Related Articles

Back to top button