Breaking PLUSଦେଶମୁଖ୍ୟ ଖବର

ଲଦାଖରେ ୫ଟି ନୂଆ ଜିଲା ଗଠନ

ଲଦାଖରେ ୫ଟି ନୂଆ ଜିଲା ଗଠନ ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ସୋମବାର ଏ ନେଇ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ଘୋଷଣା କରିଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ଲୋକଙ୍କ ପାଇଁ ଲାଭଦାୟକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ସରକାର ଲଦାଖବାସୀଙ୍କ ପାଇଁ ପ୍ରଚୁର ସୁଯୋଗ ସୃଷ୍ଟି କରିବାକୁ ଲକ୍ଷ୍ୟ ରଖିଛନ୍ତି ବୋଲି ଶାହ କହିଛନ୍ତି।

Show More

Related Articles

Back to top button