Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ

ଭୁବନେଶ୍ୱର- ରାଜ୍ୟରେ ଆଉ ଖୋଲିବନି ନୂଆ ମଦ ଦୋକାନ । ବିଧାନସଭାରେ ଉତ୍ତର ରଖିଲେ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ବିଭିନ୍ନ କାରଣରୁ ରାଜ୍ୟର ଅନେକ ମଦ ଦୋକାନକୁ ବନ୍ଦ କରାଯାଇଛି ।